• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜଗତସିଂହପୁର ଓ ଝାରସୁଗୁଡ଼ା ଜିଲ୍ଲା କୋର୍ଟକୁ ବୋମାରେ ଉଡ଼ାଇ ଦେବୁ… ଧମକପୂର୍ଣ୍ଣ ଇ-ମେଲ୍ ପରେ ଛନକା

FNN WEB by FNN WEB
July 17, 2026
in ଓଡ଼ିଶା
0
ଜଗତସିଂହପୁର ଓ ଝାରସୁଗୁଡ଼ା ଜିଲ୍ଲା କୋର୍ଟକୁ ବୋମାରେ ଉଡ଼ାଇ ଦେବୁ… ଧମକପୂର୍ଣ୍ଣ ଇ-ମେଲ୍ ପରେ ଛନକା
0
SHARES
0
VIEWS

ଜଗତସିଂହପୁର।ଝାରସୁଗୁଡ଼ା ୧୭।୭: କୋର୍ଟ ପିଛା ଛାଡ଼ୁନି ବୋମା ଧମକ । ବାରମ୍ବାର ବିଭିନ୍ନ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଆସୁଛି ଧମକ । ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଜଗତସିଂହପୁର ଆଉ ଝାରସୁଗୁଡ଼ା କୋର୍ଟକୁ ଆସିଛି ବୋମା ଧମକ । ବୋମାରେ କୋର୍ଟକୁ ଉଡ଼ାଇ ଦେବାକୁ ଆସିଛି ଧମକପୂର୍ଣ୍ଣ ଇ-ମେଲ୍ ।

ଜଗତସିଂହପୁର କୋର୍ଟକୁ ଆସିଛି ବୋମାରେ ଉଡ଼ାଇ ଦେବାକୁ ଧମକ । ଜିଲ୍ଲା ଦୌରାଜଜ୍‌ଙ୍କୁ ଇ-ମେଲ୍ ଯୋଗେ ବୋମା ଧମକ ଆସିଥିବା ଜଣାପଡିଛି । କୋର୍ଟ ଅଫିସ୍, ଜଜ୍ ଚାମ୍ବର ସହିତ ସମ୍ପୂର୍ଣ୍ଣ କୋର୍ଟକୁ ବୋମାରେ ଉଡାଇ ଦେବାକୁ ମେଲ୍‌ରେ ଧମକ ଆସିଛି । ଯାହା ଫଳରେ ଭୟରେ କୋର୍ଟ ବାହାରକୁ ପଳାଇ ଆସିଛନ୍ତି ସମସ୍ତ ଆଇନଜୀବୀ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି । କୋର୍ଟ ପରିସରରେ ସନ୍ଧାନୀ କୁକୁର ସହିତ ବମ୍ ସ୍କ୍ବାଡ୍ ପହଞ୍ଚି ଛାନଭିନ ଆରମ୍ଭ କରିଛି । ତେବେ ଏହି ମେଲ୍ କିଏ କରିଛି ତାହା ଜଣାପଡ଼ିନାହିଁ । ଏହି ଘଟଣାକୁ ନେଇ କୋର୍ଟ ପରିସରରେ ଏକ ପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଥିବା ବେଳେ ଅନେକ ଓକିଲ ଓ ସାଧାରଣ ଲୋକ ଭୟରେ କୋର୍ଟ ବାହାରେ ଆସି ଛିଡା ହୋଇଥିବା ଦେଖିବାକୁ ମିଳିଛି ।

ସେହିଭଳି ଝାରସୁଗୁଡ଼ା ଜିଲ୍ଲା କୋର୍ଟକୁ ମଧ୍ୟ ବୋମାରେ ଉଡ଼ାଇ ଦେବାକୁ ଧମକ ଆସିଛି । ଜିଲ୍ଲା ଜଜ୍‌ଙ୍କ କାର୍ଯ୍ୟାଳୟକୁ ଇ-ମେଲ୍ ଜରିଆରେ ଆସିଲା ଧମକ । ଯାହାକୁ ନେଇ କୋର୍ଟ ପରିସରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା । ସୁରକ୍ଷା ଦୃଷ୍ଟିରୁ ସମସ୍ତ ଓକିଲ ଓ କର୍ମଚାରୀଙ୍କୁ ତୁରନ୍ତ କୋର୍ଟ ପରିସର ଖାଲି କରିବାକୁ ଜିଲ୍ଲା ବାର୍ ଆସୋସିଏସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା । ପ୍ରଶାସନକୁ ସହଯୋଗ କରିବାକୁ ମଧ୍ୟ ଅନୁରୋଧ କରାଯାଇଛି । ଏହା ସହିତ ପରବର୍ତ୍ତୀ ସୂଚନା ନଆସିବା ପର୍ଯ୍ୟନ୍ତ ସୁରକ୍ଷା କର୍ମୀ ଓ ସ୍ଥାନୀୟ ପ୍ରଶାସନକୁ ପୂର୍ଣ୍ଣ ସହଯୋଗ କରିବାକୁ ବାର୍ ଆସୋସିଏସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଖବର ପାଇ ପୋଲିସ କୋର୍ଟ ପରିସରରେ ପହଞ୍ଚି ଛାନଭିନ ଆରମ୍ଭ କରିଛି ।

Previous Post

ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲା ୩ ରଥ

Next Post

ଶ୍ରୀଲେଦର୍ସ ସୋ’ ରୁମ୍‌ରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

FNN WEB

FNN WEB

Next Post
ଶ୍ରୀଲେଦର୍ସ ସୋ’ ରୁମ୍‌ରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ଶ୍ରୀଲେଦର୍ସ ସୋ’ ରୁମ୍‌ରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାରାଦୀପ ରଥଯାତ୍ରାରେ ଅଘଟଣ, ଦଧିନଉତି ଖସି ଦୁଇ ଜଣ ଗୁରୁତର।

ପାରାଦୀପ ରଥଯାତ୍ରାରେ ଅଘଟଣ, ଦଧିନଉତି ଖସି ଦୁଇ ଜଣ ଗୁରୁତର।

July 17, 2026
ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି, ୭ ଜିଲ୍ଲାକୁ ଅରେଂଜ ଆଲର୍ଟ

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି, ୭ ଜିଲ୍ଲାକୁ ଅରେଂଜ ଆଲର୍ଟ

July 17, 2026
ଶ୍ରୀଲେଦର୍ସ ସୋ’ ରୁମ୍‌ରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ଶ୍ରୀଲେଦର୍ସ ସୋ’ ରୁମ୍‌ରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

July 17, 2026
ଜଗତସିଂହପୁର ଓ ଝାରସୁଗୁଡ଼ା ଜିଲ୍ଲା କୋର୍ଟକୁ ବୋମାରେ ଉଡ଼ାଇ ଦେବୁ… ଧମକପୂର୍ଣ୍ଣ ଇ-ମେଲ୍ ପରେ ଛନକା

ଜଗତସିଂହପୁର ଓ ଝାରସୁଗୁଡ଼ା ଜିଲ୍ଲା କୋର୍ଟକୁ ବୋମାରେ ଉଡ଼ାଇ ଦେବୁ… ଧମକପୂର୍ଣ୍ଣ ଇ-ମେଲ୍ ପରେ ଛନକା

July 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାରାଦୀପ ରଥଯାତ୍ରାରେ ଅଘଟଣ, ଦଧିନଉତି ଖସି ଦୁଇ ଜଣ ଗୁରୁତର।

ପାରାଦୀପ ରଥଯାତ୍ରାରେ ଅଘଟଣ, ଦଧିନଉତି ଖସି ଦୁଇ ଜଣ ଗୁରୁତର।

July 17, 2026
ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି, ୭ ଜିଲ୍ଲାକୁ ଅରେଂଜ ଆଲର୍ଟ

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି, ୭ ଜିଲ୍ଲାକୁ ଅରେଂଜ ଆଲର୍ଟ

July 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.