• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଶ୍ରୀଲେଦର୍ସ ସୋ’ ରୁମ୍‌ରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

FNN WEB by FNN WEB
July 17, 2026
in ଓଡ଼ିଶା
0
ଶ୍ରୀଲେଦର୍ସ ସୋ’ ରୁମ୍‌ରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ
0
SHARES
2
VIEWS

ଭୁବନେଶ୍ବର ୧୭।୭: ଭୁବନେଶ୍ୱର ଅଶୋକନଗରରେ ଥିବା ଶ୍ରୀଲେଦର୍ସ ସୋ’ରୁମ୍ରେ ଅଗ୍ନିକାଣ୍ଡ । ଭୋର ୫ଟା ବେଳେ ସୋ’ରୁମ୍ରୁ ଧୂଆଁ ବାହାରୁଥିବା ଦେଖି ଉପର ମହଲାରେ ଥିବା ଲଜ୍ କର୍ମଚାରୀ ମାଲିକଙ୍କୁ ଖବର ଦେଇଥିଲେ । ପରେ ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା । ଘଟଣାସ୍ଥଳରେ ୩ଟି ଦମକଳ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ନିଆଁ ଯେପରି ଉପର ମହଲାକୁ ନ ବ୍ୟାପିବ ସେନେଇ ପ୍ରୟାସ କରିଥିଲା ଅଗ୍ନିଶମ ବାହିନୀ ।

ନିଆଁ ଯୋଗୁଁ ସୋ’ରୁମ୍ ଭିତରେ ପ୍ରବଳ ଧୂଆଁ ବାହାରିଥିଲା । ଫଳରେ ଉପର ମହଲାରେ ଥିବା କାଚ ଝରକାକୁ ଭାଙ୍ଗିଥିଲା ଅଗ୍ନିଶମ ବାହିନୀ। ତେବେ ଅଗ୍ନିକାଣ୍ଡରେ ବିଶେଷ କ୍ଷୟକ୍ଷତି ହୋଇନଥିଲେ ବି ତଳ ମହଲାରେ ଥିବା ବ୍ୟାଗ୍ ସେକ୍ସନ ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି । ଲକ୍ଷାଧିକ ଟଙ୍କାର ସ୍କୁଲ ବ୍ୟାଗ୍, ଟ୍ରଲି ବ୍ୟାଗ୍, ବିଭିନ୍ନ ପ୍ରକାର ହ୍ୟାଣ୍ଡ ବ୍ୟାଗ୍ ପୋଡିଯାଇଛି । ୫ଶହରୁ ଅଧିକ ବ୍ୟାଗ୍ ପଡିଥିବା ଅନୁମାନ କରାଯାଉଛି ।

ସେପଟେ ପାଣି ମାଡ଼ରେ ଅନ୍ୟ ସାମଗ୍ରୀ ମଧ୍ୟ ଓଦା ହୋଇ ନଷ୍ଟ ହୋଇଛି । ସଟ୍ ସର୍କିଟରୁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

Previous Post

ଜଗତସିଂହପୁର ଓ ଝାରସୁଗୁଡ଼ା ଜିଲ୍ଲା କୋର୍ଟକୁ ବୋମାରେ ଉଡ଼ାଇ ଦେବୁ… ଧମକପୂର୍ଣ୍ଣ ଇ-ମେଲ୍ ପରେ ଛନକା

Next Post

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି, ୭ ଜିଲ୍ଲାକୁ ଅରେଂଜ ଆଲର୍ଟ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.