• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଦୁର୍ବଳ ହେଲା ଲଘୁଚାପ, ତଥାପି ୩ ଦିନ ପ୍ରବଳ ବର୍ଷା; ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

FNN WEB by FNN WEB
July 18, 2026
in ଓଡ଼ିଶା
0
ଦୁର୍ବଳ ହେଲା ଲଘୁଚାପ, ତଥାପି ୩ ଦିନ ପ୍ରବଳ ବର୍ଷା; ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
0
SHARES
0
VIEWS

ଭୁବନେଶ୍ଵର: ବଙ୍ଗୋପସାଗରରେ ସକ୍ରିୟ ରହିଥିବା ଲଘୁଚାପଟି ଦୁର୍ବଳ ହୋଇ ଘୁର୍ଣ୍ଣିବଳୟରେ ପରିଣତ ହୋଇଛି। ଘୁର୍ଣ୍ଣିବଳୟ ହୋଇ ଗାଙ୍ଗେୟ ପଶ୍ଚିମବଙ୍ଗର ପଶ୍ଚିମ ଅଂଶ ଏବଂ ସଂଲଗ୍ନ ଉତ୍ତର ଝାରଖଣ୍ଡ ଉପରେ ରହିଛି। ସମୁଦ୍ର ପତନ ଠାରୁ ୪.୫ କିମି ପର୍ଯ୍ୟନ୍ତ ବ୍ୟାପିଛି। ପ୍ରଭାବରେ ଆହୁରି ୩ ଦିନ ପ୍ରବଳ ବର୍ଷା ସହ୫ ଦିନ ଯାଏ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ ବିଭାଗ।

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ରହିଥିବା ବେଳେ କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡା ,ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ସୁନ୍ଦରଗଡ ଓ ମୟୂରଭଞ୍ଜକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତାକାଲି ଅନେକ ସ୍ଥାନରେ ବର୍ଷା ଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ଏହାସହ ଉପକୂଳ ଓଡ଼ିଶାର ୧୧ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ୩୦ ରୁ ୪୦ କିମି ଝଟକା ପବନ ବହିବାର ସମ୍ଭାବନା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏପରିକି ୨୭ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡଘଡି ସହ ବର୍ଷା ପାଇଁ ଚେତାବନୀ ଦେଇଛି ବିଭାଗ।

ସେପଟେ ଜୁନ ୧ ରୁ ଏଯାବତ ୪୫୮.୫ ମିମି ବର୍ଷା ରେକର୍ଡ଼ ହୋଇଛି। ଏହା ସ୍ୱାଭାବିକ ବର୍ଷା ଠାରୁ ୧୬ ପ୍ରତିଶତ ଅଧିକ ବର୍ଷା ରାଜ୍ୟରେ ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଥିବା ବେଳେ ୧୬ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ଏବେ ବି କଳାହାଣ୍ଡି କନ୍ଧମାଳ ଓ ମୟୂରଭଞ୍ଜ ୩ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରହିଛି। ଅନ୍ୟପଟେ ଗତ ୨୪ ଘଣ୍ଟାରେ ୧୩ ଟି ଜିଲ୍ଲାରେ ଅତି ପ୍ରବଳବର୍ଷା ସମ୍ଭାବନା ଥିବା ବେଳେ ପୁରୀ ସତ୍ୟବାଦୀରେ ସର୍ବାଧିକ ୧୦୫ ମିମି ବର୍ଷା ରେକର୍ଡ କରାଯାଇଛି ।

Previous Post

କିଆ କାରେନ୍ସ ପରିବାର ଭାରତରେ ୩ ଲକ୍ଷ ସଂଚୟିତ ବିକ୍ରୟ ଅତିକ୍ରମ କରିଛି

Next Post

ପ୍ରକଳ୍ପ କାର୍ଯ୍ୟରେ ସିଙ୍ଗଲ ୱିଣ୍ଡୋ ବ୍ୟବସ୍ଥା, ଗଠନ ହେବ ‘ଷ୍ଟେଟ ସ୍ପେଶାଲ ସେଲ୍’

FNN WEB

FNN WEB

Next Post
ପ୍ରକଳ୍ପ କାର୍ଯ୍ୟରେ ସିଙ୍ଗଲ ୱିଣ୍ଡୋ ବ୍ୟବସ୍ଥା, ଗଠନ ହେବ ‘ଷ୍ଟେଟ ସ୍ପେଶାଲ ସେଲ୍’

ପ୍ରକଳ୍ପ କାର୍ଯ୍ୟରେ ସିଙ୍ଗଲ ୱିଣ୍ଡୋ ବ୍ୟବସ୍ଥା, ଗଠନ ହେବ ‘ଷ୍ଟେଟ ସ୍ପେଶାଲ ସେଲ୍’

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅଗଷ୍ଟ ୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ !

ଅଗଷ୍ଟ ୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ !

July 18, 2026
ଏପ୍ରିଲ-ମେ’ରେ ଏକାସାଙ୍ଗରେ ହୋଇପାରେ ପଞ୍ଚାୟତ ଓ ପୌର ନିର୍ବାଚନ, ପ୍ରସ୍ତୁତି ଆରମ୍ଭ

ଏପ୍ରିଲ-ମେ’ରେ ଏକାସାଙ୍ଗରେ ହୋଇପାରେ ପଞ୍ଚାୟତ ଓ ପୌର ନିର୍ବାଚନ, ପ୍ରସ୍ତୁତି ଆରମ୍ଭ

July 18, 2026
କ୍ୟାନସର ରୋଗୀଙ୍କ ପାଇଁ ବଡ଼ ଆଶ୍ୱାସନା, ଆୟୁଷ୍ମାନ କାର୍ଡରେ ମିଳିବ ମାଗଣା ଚିକିତ୍ସା

କ୍ୟାନସର ରୋଗୀଙ୍କ ପାଇଁ ବଡ଼ ଆଶ୍ୱାସନା, ଆୟୁଷ୍ମାନ କାର୍ଡରେ ମିଳିବ ମାଗଣା ଚିକିତ୍ସା

July 18, 2026
ସାପୁଆ ନଦୀରେ ବନ୍ୟା: ୧୨ ପଞ୍ଚାୟତ ଜଳମଗ୍ନ, ୪୦ ହଜାରରୁ ଊର୍ଦ୍ଧ୍ୱ ଲୋକ ବିପନ୍ନ

ସାପୁଆ ନଦୀରେ ବନ୍ୟା: ୧୨ ପଞ୍ଚାୟତ ଜଳମଗ୍ନ, ୪୦ ହଜାରରୁ ଊର୍ଦ୍ଧ୍ୱ ଲୋକ ବିପନ୍ନ

July 18, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅଗଷ୍ଟ ୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ !

ଅଗଷ୍ଟ ୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ !

July 18, 2026
ଏପ୍ରିଲ-ମେ’ରେ ଏକାସାଙ୍ଗରେ ହୋଇପାରେ ପଞ୍ଚାୟତ ଓ ପୌର ନିର୍ବାଚନ, ପ୍ରସ୍ତୁତି ଆରମ୍ଭ

ଏପ୍ରିଲ-ମେ’ରେ ଏକାସାଙ୍ଗରେ ହୋଇପାରେ ପଞ୍ଚାୟତ ଓ ପୌର ନିର୍ବାଚନ, ପ୍ରସ୍ତୁତି ଆରମ୍ଭ

July 18, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.