• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଅଗଷ୍ଟରେ ଦିଲ୍ଲୀରେ ଇନଭେଷ୍ଟର୍ସ ରୋଡ୍ ଶୋ’, ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରକୁ ଗୁରୁତ୍ୱ

FNN WEB by FNN WEB
July 18, 2026
in ଓଡ଼ିଶା
0
ଅଗଷ୍ଟରେ ଦିଲ୍ଲୀରେ ଇନଭେଷ୍ଟର୍ସ ରୋଡ୍ ଶୋ’, ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରକୁ ଗୁରୁତ୍ୱ
0
SHARES
1
VIEWS

ଭୁବନେଶ୍ୱର: ଅଗଷ୍ଟ ମାସରେ ଦିଲ୍ଲୀରେ ଓଡ଼ିଶା ସରକାର କରିବେ ଇନଭେଷ୍ଟର୍ସ ରୋଡ ଶୋ’ । ଏନେଇ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ସୂଚନା ଦେଇଛନ୍ତି । ଆଧୁନିକ ଶିଳ୍ପ ଉପରେ ଓଡିଶା ଗୁରୁତ୍ୱ ଦେଉଥିବା ବେଳେ ଫୋକସରେ ରହିବ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ର । ରୋଡ୍ ଶୋ’ର ନେତୃତ୍ୱ ନେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଭିନ୍ନ ପୁଞ୍ଜିପତିଙ୍କ ସହ ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ଭାବେ ଆଲୋଚନା କରିବେ ।

ଶିଳ୍ପ ମନ୍ତ୍ରୀ କହିଛନ୍ତି, ଗତ ୨ ବର୍ଷରେ ଓଡିଶାକୁ ଅନେକ ପୁଞ୍ଜି ଆସିଛି ଏବଂ ଶିଳ୍ପ ମଧ୍ୟ ଆରମ୍ଭ ହୋଇଛି । ସରକାର ନିୟମିତ ଭାବେ ପୁଞ୍ଜି ନିବେଶ, ଶିଳ୍ପ ପ୍ରତିଷ୍ଠା ଓ ନିଯୁକ୍ତି ଉପରେ ସମୀକ୍ଷା କରୁଛନ୍ତି । ଶିଳ୍ପ ପ୍ରତିଷ୍ଠା ସହ ଓଡିଶାର ଯୁବକ ଯୁବତୀମାନେ କିପରି ଶିଳ୍ପ ବାତାନୁକୂଳ ଦକ୍ଷତା ପାଇବେ, ସେଥିପ୍ରତି ବି ଧ୍ୟାନ ଦିଆଯାଉଥିବା ଶିଳ୍ପ ମନ୍ତ୍ରୀ କହିଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟ ସରକାର ନିବେଶକଙ୍କୁ ଓଡ଼ିଶାରେ ପୁଞ୍ଜି ନିବେଶ କରିବା ପାଇଁ ଅପିଲ୍ କରୁଛନ୍ତି । ଏହି କ୍ରମରେ ଇନଭେଷ୍ଟର୍ସ ମିଟ୍ କରି ପୁଞ୍ଜିପତିଙ୍କ ସହ ବିସ୍ତୃତ ଆଲୋଚନା କରାଯାଇ, ଓଡ଼ିଶାରେ ନିବେଶ ପାଇଁ ପ୍ରସ୍ତାବ ଦେଉଛନ୍ତି । ଏହା ପୂର୍ବରୁ ରାଜ୍ୟ ସରକାର ଗତ ବର୍ଷ ଡିସେମ୍ୱକ ତୃତୀୟ ସପ୍ତାହରେ ହାଇଦ୍ରାବାଦରେ ଇନଭେଷ୍ଟର୍ସ ମିଟ୍ ଆୟୋଜନ କରିଥିଲେ । ଏହାପରେ ମେ’ ପ୍ରଥମ ସପ୍ତାହରେ ଗୁଜରାଟରେ ବି ଓଡ଼ିଶା ସରକାରଙ୍କ ପକ୍ଷରୁ ନିବେଶକ ସମ୍ମିଳନୀ ଆୟୋଜନ କରାଯାଇଥିଲା ।

ଗୁଜରାଟରୁ ଫେରି ମୁଖ୍ୟମନ୍ତ୍ରୀ କହିଥିଲେ, ବିଭିନ୍ନ ଶିଳ୍ପପତିଙ୍କ ଠାରୁ ୪୮ହଜାର ୩୩୦ କୋଟିର ପୁଞ୍ଜି ନିବେଶ ପ୍ରତିଶ୍ରୁତି ମିଳିଛି । ଏସବୁ ପ୍ରକଳ୍ପରେ ୬୭ ହଜାର ୮୩୮ରୁ ଅଧିକ ନିଯୁକ୍ତି ସୃଷ୍ଟି ହେବ । ପାରାଦୀପ, ଧାମରା ଓ ଗୋପାଳପୁର ବନ୍ଦର ମାଧ୍ୟମରେ ଓଡ଼ିଶା ପୂର୍ବ ଏସିଆ ଓ ଇଣ୍ଡୋ-ପ୍ୟାସିଫିକ ବଜାର ସହ ସଂଯୋଗ ସୃଷ୍ଟି କରୁଛି । ଗୁଜରାଟ ରୋଡ୍ ଶୋ’ରେ ଧାତୁ ଶିଳ୍ପ, ରସାୟନ, ଫାର୍ମା, ଗ୍ରୀନ ଏନର୍ଜି, ଖାଦ୍ୟ ପ୍ରକ୍ରିୟାକରଣ, ଟେକ୍ସଟାଇଲ୍, ଆଇଟି, ସେମିକଣ୍ଡକ୍ଟର, ପର୍ଯ୍ୟଟନ, ଏରୋସ୍ପେସ ଓ ଡିଫେନ୍ସ ସହ ବିଭିନ୍ନ କ୍ଷେତ୍ରରେ ନିବେଶ ପ୍ରସ୍ତାବ ମିଳିଛି ।

Previous Post

ପ୍ରକଳ୍ପ କାର୍ଯ୍ୟରେ ସିଙ୍ଗଲ ୱିଣ୍ଡୋ ବ୍ୟବସ୍ଥା, ଗଠନ ହେବ ‘ଷ୍ଟେଟ ସ୍ପେଶାଲ ସେଲ୍’

Next Post

ରଥଯାତ୍ରାରେ ଶ୍ରଦ୍ଧାଳୁ ମୃତ୍ୟୁ: ଗୃହ ବିଭାଗ ପ୍ରମୁଖ ସଚିବ ଓ ପୁରୀ ଜିଲ୍ଲାପାଳଙ୍କୁ ଜବାବ ତଲବ

FNN WEB

FNN WEB

Next Post
ରଥଯାତ୍ରାରେ ଶ୍ରଦ୍ଧାଳୁ ମୃତ୍ୟୁ: ଗୃହ ବିଭାଗ ପ୍ରମୁଖ ସଚିବ ଓ ପୁରୀ ଜିଲ୍ଲାପାଳଙ୍କୁ ଜବାବ ତଲବ

ରଥଯାତ୍ରାରେ ଶ୍ରଦ୍ଧାଳୁ ମୃତ୍ୟୁ: ଗୃହ ବିଭାଗ ପ୍ରମୁଖ ସଚିବ ଓ ପୁରୀ ଜିଲ୍ଲାପାଳଙ୍କୁ ଜବାବ ତଲବ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026
ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.