• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home Uncategorized

ସରକାରୀ ସ୍ତରରେ ସଂଶୋଧିତ ବନାନର ବ୍ୟବହାର ପାଇଁ ପଦକ୍ଷେପ, ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ବ ସଚିବ

FNN WEB by FNN WEB
July 20, 2026
in Uncategorized
0
ସରକାରୀ ସ୍ତରରେ ସଂଶୋଧିତ ବନାନର ବ୍ୟବହାର ପାଇଁ ପଦକ୍ଷେପ, ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ବ ସଚିବ
0
SHARES
2
VIEWS

ଭୁବନେଶ୍ୱର: ରାଜ୍ୟର ଜିଲ୍ଲା, ଉପଖଣ୍ଡ, ତହସିଲ, ବ୍ଲକ୍ ଏବଂ ସହରାଞ୍ଚଳମାନଙ୍କର ନାମର ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏ ସଂକ୍ରାନ୍ତରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଜାରି କରିଛନ୍ତି l

ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟ ସରକାର ୨୨ ଜୁନ୍ ୨୦୨୬ ତାରିଖରେ ଓଡ଼ିଆ ଉଚ୍ଚାରଣ ସହ ସାମଞ୍ଜସ୍ୟ ରଖି ଜିଲ୍ଲା, ଉପଖଣ୍ଡ, ତହସିଲ, ବ୍ଲକ୍ ଏବଂ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକର ଇଂରାଜୀ ବନାନ ସଂଶୋଧନ କରି ବିଜ୍ଞପ୍ତି ପ୍ରକାଶ କରିଥିଲେ l ଏହି ସଂଶୋଧନ କେବଳ ଇଂରାଜୀ ବନାନ ସମ୍ବନ୍ଧୀୟ ଏବଂ ପ୍ରଶାସନିକ ଏକକଗୁଡ଼ିକର ନାମରେ କୌଣସି ପରିବର୍ତ୍ତନ କରାଯାଇନାହିଁ।

ଏହି ପରିପ୍ରେକ୍ଷୀରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ଼. ଅରବିନ୍ଦ କୁମାର ପାଢ଼ୀ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ, ରାଜ୍ୟ ସରକାରଙ୍କ ବିଜ୍ଞପ୍ତିରେ ଉଲ୍ଲିଖିତ ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ ଦସ୍ତାବିଜ, ପତ୍ରାଚାର, ଅଧିସୂଚନା, ଅଭିଲେଖ, ୱେବସାଇଟ୍, ପୋର୍ଟାଲ୍, ବିଜ୍ଞାପନ ତଥା ନାମଫଳକ ଓ ଅନ୍ୟାନ୍ୟ ସରକାରୀ ବ୍ୟବହାରରେ ଅନିବାର୍ଯ୍ୟ ଭାବେ ପ୍ରୟୋଗ କରାଯିବ। ଏଥିସହ ଜିଲ୍ଲାସ୍ତରର ସମସ୍ତ ସରକାରୀ କାର୍ଯ୍ୟାଳୟ, ସ୍ଥାନୀୟ ସଂସ୍ଥା ଓ ସମ୍ପୃକ୍ତ ଅନୁଷ୍ଠାନଗୁଡ଼ିକୁ ଏହି ସଂଶୋଧିତ ବନାନର ସମ୍ପୂର୍ଣ୍ଣ ବ୍ୟବହାର ସୁନିଶ୍ଚିତ କରିବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ କୁହାଯାଇଛି। ଏଥିସହିତ ଏ ସମ୍ପର୍କରେ ଗ୍ରହଣ କରାଯାଇଥିବା ପଦକ୍ଷେପ ସମ୍ବଳିତ କାର୍ଯ୍ୟନୁଷ୍ଠାନ ରିପୋର୍ଟ୍ ଉପରୋକ୍ତ ଚିଠି ପାଇବାର ପନ୍ଦର ଦିନ ମଧ୍ୟରେ ବିଭାଗକୁ ପ୍ରେରଣ କରିବାକୁ କୁହାଯାଇଛି l ସେହିପରି ସମ୍ପୃକ୍ତ ପ୍ରଶାସନିକ ଏକକ ଗୁଡିକରେ ବ୍ୟବସାୟିକ ଓ ବେସରକାରୀ ସଂସ୍ଥାମାନଙ୍କୁ ସଂଶୋଧିତ ଇଂରାଜୀ ବନାନ୍ ଅନୁଯାୟୀ ନିଜର ନାମଫଳକ ପରିବର୍ତ୍ତନ କରିବାକୁ ଛଅ ମାସର ସମୟ ପ୍ରଦାନ କରାଯାଇଛି l

ରାଜସ୍ୱ ସଚିବ ଡ. ଅରବିନ୍ଦ ପାଢ଼ୀ କହିଛନ୍ତି ଯେ, ସଂଶୋଧିତ ଇଂରାଜୀ ବନାନର ସମ୍ପୂର୍ଣ୍ଣ ବ୍ୟବହାର ଦ୍ୱାରା ରାଜ୍ୟର ଭାଷାଗତ ଓ ସାଂସ୍କୃତିକ ପରିଚୟର ସୁରକ୍ଷା ସହିତ ସମସ୍ତ ସରକାରୀ ଅଭିଲେଖ ଓ ପ୍ରଶାସନିକ କାର୍ଯ୍ୟରେ ସମାନତା ଓ ସଠିକତା ବଜାୟ ରହିବ।

Previous Post

ବିଶିଷ୍ଟ ଗାଳ୍ପିକ ପ୍ରଦୀପ୍ତ କୁମାର ମିଶ୍ରଙ୍କର ପରଲୋକ

Next Post

ରାଜ୍ୟରେ ମାଟିତଳେ ବିଛାଯିବ ବିଦ୍ୟୁତ୍ ତାର: ବାତ୍ୟା ଓ ବିପର୍ଯ୍ୟୟ କ୍ଷୟକ୍ଷତି ରୋକିବାକୁ ସରକାରଙ୍କ ବଡ଼ ଯୋଜନା

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ରାଜ୍ୟରେ ମାଟିତଳେ ବିଛାଯିବ ବିଦ୍ୟୁତ୍ ତାର: ବାତ୍ୟା ଓ ବିପର୍ଯ୍ୟୟ କ୍ଷୟକ୍ଷତି ରୋକିବାକୁ ସରକାରଙ୍କ ବଡ଼ ଯୋଜନା

ରାଜ୍ୟରେ ମାଟିତଳେ ବିଛାଯିବ ବିଦ୍ୟୁତ୍ ତାର: ବାତ୍ୟା ଓ ବିପର୍ଯ୍ୟୟ କ୍ଷୟକ୍ଷତି ରୋକିବାକୁ ସରକାରଙ୍କ ବଡ଼ ଯୋଜନା

July 20, 2026
ସରକାରୀ ସ୍ତରରେ ସଂଶୋଧିତ ବନାନର ବ୍ୟବହାର ପାଇଁ ପଦକ୍ଷେପ, ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ବ ସଚିବ

ସରକାରୀ ସ୍ତରରେ ସଂଶୋଧିତ ବନାନର ବ୍ୟବହାର ପାଇଁ ପଦକ୍ଷେପ, ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ବ ସଚିବ

July 20, 2026
ବିଶିଷ୍ଟ ଗାଳ୍ପିକ ପ୍ରଦୀପ୍ତ କୁମାର ମିଶ୍ରଙ୍କର ପରଲୋକ

ବିଶିଷ୍ଟ ଗାଳ୍ପିକ ପ୍ରଦୀପ୍ତ କୁମାର ମିଶ୍ରଙ୍କର ପରଲୋକ

July 20, 2026
ଜୀବିକା, ସୁରକ୍ଷା ଓ ସୁଲଭ ସହରାଞ୍ଚଳ ପରିବହନ ପାଇଁ ବାଇକ୍ ଟ୍ୟାକ୍ସି ନିୟମରେ ସାମଞ୍ଜସ୍ୟ ଆଣିବାକୁ କଟ୍ସ ଇଣ୍ଟରନ୍ୟାସନାଲ୍‌ର ଆହ୍ୱାନ

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ରାଜ୍ୟରେ ମାଟିତଳେ ବିଛାଯିବ ବିଦ୍ୟୁତ୍ ତାର: ବାତ୍ୟା ଓ ବିପର୍ଯ୍ୟୟ କ୍ଷୟକ୍ଷତି ରୋକିବାକୁ ସରକାରଙ୍କ ବଡ଼ ଯୋଜନା

ରାଜ୍ୟରେ ମାଟିତଳେ ବିଛାଯିବ ବିଦ୍ୟୁତ୍ ତାର: ବାତ୍ୟା ଓ ବିପର୍ଯ୍ୟୟ କ୍ଷୟକ୍ଷତି ରୋକିବାକୁ ସରକାରଙ୍କ ବଡ଼ ଯୋଜନା

July 20, 2026
ସରକାରୀ ସ୍ତରରେ ସଂଶୋଧିତ ବନାନର ବ୍ୟବହାର ପାଇଁ ପଦକ୍ଷେପ, ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ବ ସଚିବ

ସରକାରୀ ସ୍ତରରେ ସଂଶୋଧିତ ବନାନର ବ୍ୟବହାର ପାଇଁ ପଦକ୍ଷେପ, ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ବ ସଚିବ

July 20, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.