• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟରେ ମାଟିତଳେ ବିଛାଯିବ ବିଦ୍ୟୁତ୍ ତାର: ବାତ୍ୟା ଓ ବିପର୍ଯ୍ୟୟ କ୍ଷୟକ୍ଷତି ରୋକିବାକୁ ସରକାରଙ୍କ ବଡ଼ ଯୋଜନା

FNN WEB by FNN WEB
July 20, 2026
in ଓଡ଼ିଶା
0
ରାଜ୍ୟରେ ମାଟିତଳେ ବିଛାଯିବ ବିଦ୍ୟୁତ୍ ତାର: ବାତ୍ୟା ଓ ବିପର୍ଯ୍ୟୟ କ୍ଷୟକ୍ଷତି ରୋକିବାକୁ ସରକାରଙ୍କ ବଡ଼ ଯୋଜନା
0
SHARES
4
VIEWS

ଭୁବନେଶ୍ୱର: ପ୍ରାକୃତିକ ବିପର୍ଯ୍ୟୟ ସମୟରେ ରାଜ୍ୟର ବିଦ୍ୟୁତ୍ ଭିତ୍ତିଭୂମିକୁ ସୁରକ୍ଷିତ ରଖିବା ପାଇଁ ରାଜ୍ୟ ସରକାର ଏକ ବଡ଼ ଓ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଉଠାଇବାକୁ ଯାଉଛନ୍ତି। ଏଣିକି ରାଜ୍ୟରେ ଓଭରହେଡ୍ ତାର ପରିବର୍ତ୍ତେ ମାଟିତଳେ ଅର୍ଥାତ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ। ଏଥିପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ମୋଡାଲିଟି ପ୍ରସ୍ତୁତ କରାଯାଇଛି।

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ଅନୁଯାୟୀ, ଏହି ପ୍ରକଳ୍ପର ବିସ୍ତୃତ ରିପୋର୍ଟ (DPR) ତୁରନ୍ତ ପ୍ରସ୍ତୁତ କରିବା ପାଇଁ ଶକ୍ତି ବିଭାଗ ସଚିବଙ୍କୁ ଦାୟିତ୍ୱ ଦିଆଯାଇଛି। ରାଜ୍ୟ ସରକାର ଏହି DPR ପ୍ରସ୍ତୁତ କରି କେନ୍ଦ୍ର ସରକାରଙ୍କ ପାଖକୁ ଆର୍ଥିକ ଓ ବୈଷୟିକ ସହାୟତା ପାଇଁ ପଠାଇବେ।

ରାଜ୍ୟରେ ବାତ୍ୟା କିମ୍ବା ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ଆସିଲେ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଥାଏ ଶକ୍ତି ବିଭାଗ। ଖୁଣ୍ଟ ଭାଙ୍ଗିବା ଏବଂ ତାର ଛିଣ୍ଡିବା ଯୋଗୁଁ ଦୀର୍ଘ ଦିନ ଧରି ବିଦ୍ୟୁତ୍ ସେବା ବ୍ୟାହତ ହୋଇଥାଏ, ଯାହାର ଆକଳନ ରାଜସ୍ୱ ବିଭାଗ କରିଥାଏ। ଏହି କ୍ଷୟକ୍ଷତିକୁ ସ୍ଥାୟୀ ଭାବେ କମାଇବା ଏବଂ ବିଦ୍ୟୁତ୍ ବ୍ୟବସ୍ଥାରେ ସହନଶୀଳତା ଆଣିବା ପାଇଁ ମାଟିତଳେ ତାର ବିଛାଇବାକୁ ଶ୍ରେଷ୍ଠ ବିକଳ୍ପ ଭାବେ ଗ୍ରହଣ କରାଯାଇଛି।

ରାଜ୍ୟରେ ବିଦ୍ୟୁତ୍ ବଣ୍ଟନ ବ୍ୟବସ୍ଥାର ଘରୋଇକରଣ ହୋଇଥିବାରୁ TATA Power ସହ ମଧ୍ୟ ଏହି ବିଷୟରେ ଚର୍ଚ୍ଚା କରାଯାଇଛି। ଭିତ୍ତିଭୂମି ଆବଣ୍ଟନ ଏବଂ ପ୍ରକଳ୍ପ କାର୍ଯ୍ୟକାରୀ ହେବା ପରେ ଏହାର ପ୍ରତ୍ୟକ୍ଷ ଲାଭ ଯେପରି କେବଳ କମ୍ପାନୀ ପାଖକୁ ନଯାଇ ସାଧାରଣ ଲୋକଙ୍କ ପାଖରେ ପହଞ୍ଚିପାରିବ, ସେନେଇ ସରକାର ପ୍ରାଥମିକତା ଦେଉଛନ୍ତି।

ପୂର୍ବରୁ ବିପର୍ଯ୍ୟୟଜନିତ କ୍ଷୟକ୍ଷତିର ଭରଣା ପାଇଁ ରାଜସ୍ୱ ବିଭାଗ ପକ୍ଷରୁ ଶକ୍ତି ବିଭାଗକୁ ୧୨୦୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏହା ସହିତ ବିପର୍ଯ୍ୟୟ ପରବର୍ତ୍ତୀ ସ୍ଥିତି ସୁଧାରିବା ପାଇଁ ପଞ୍ଚାୟତରାଜ, ପୂର୍ତ୍ତ ବିଭାଗ ଏବଂ NHAI କୁ ମଧ୍ୟ ଶହ ଶହ କୋଟି ଟଙ୍କା ଆବଣ୍ଟନ କରାଯାଇଛି। ଏହି ସମସ୍ତ ପୁନରୁଦ୍ଧାର କାର୍ଯ୍ୟ ପାଇଁ ବିଶ୍ୱବ୍ୟାଙ୍କ ପକ୍ଷରୁ ମଧ୍ୟ ଋଣ ଓ ଅନୁଦାନ ଆକାରରେ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି।

Previous Post

ସରକାରୀ ସ୍ତରରେ ସଂଶୋଧିତ ବନାନର ବ୍ୟବହାର ପାଇଁ ପଦକ୍ଷେପ, ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ବ ସଚିବ

Next Post

୬୧୩.୫୬ରେ ହୀରାକୁଦ ଜଳସ୍ତର, ୧୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

FNN WEB

FNN WEB

Next Post
୬୧୩.୫୬ରେ ହୀରାକୁଦ ଜଳସ୍ତର, ୧୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

୬୧୩.୫୬ରେ ହୀରାକୁଦ ଜଳସ୍ତର, ୧୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.