ଚତୁର୍ଥ ପର୍ଯ୍ୟାୟ ମତଦାନ: ଆସନ୍ତାକାଲି ୧.୯୨ ଲକ୍ଷ ମତଦାନ କେନ୍ଦ୍ରରେ ଭୋଟ୍ ଦେବେ ୧୭.୭ କୋଟି ମତଦାତା
ନୂଆଦିଲ୍ଲୀ/ଭୁବନେଶ୍ବର: ଆସନ୍ତାକାଲି ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ସମସ୍ତ ପ୍ରସ୍ତୁତି ଶେଷ କରିଛନ୍ତି। ଚତୁର୍ଥ ପର୍ଯ୍ୟାୟରେ ୧୦ଟି ରାଜ୍ୟ/କେନ୍ଦ୍ରଶାସିତ...







